Psalms 14:5 — Compare Translations

5 translations compared side by side

Odia - 1840
"ସହେି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହଁନ୍ତି କାହିଁକି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହନ୍ତି କାହିଁକି? କାରଣ ସେହି ନିରୀହ ଲୋକଟି ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ କିନ୍ତୁ ପରମେଶ୍ୱର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି। ତେଣୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।