Psalms 14:6 — Compare Translations

4 translations compared side by side

Odia - 1840
"କାରଣ ସହେି ନିରୀହ ଲୋକଟି ପରମେଶ୍ବରଙ୍କ ଉପରେ ନିର୍ଭରଶୀଳ କିନ୍ତୁ ପରମେଶ୍ବର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି। ତଣେୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ବରଙ୍କୁ ଭୟ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।