Psalms 14:7 — Compare Translations

5 translations compared side by side

Odia - 1840
"ମୁଁ ଆଶାକରେ କହେି ଜଣେ ତାଙ୍କର ମନ୍ଦିରରୁ ସିଯୋନ ପର୍ବତ ଉପରକୁ ଆସନ୍ତା ଏବଂ ଇଶ୍ରାୟେଲକୁ ରକ୍ଷା କରନ୍ତା। ସେତବେେଳେ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି, ତା ହେଲେ ୟାକୁବ ଆହ୍ଲାଦିତ ହବେ। ଇଶ୍ରାୟେଲ ବହୁତ ଖୁସି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ!
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଶାକରେ କେହି ଜଣେ ତାଙ୍କର ମନ୍ଦିରରୁ ସିୟୋନ ପର୍ବତ ଉପରକୁ ଆସନ୍ତା ଏବଂ ଇସ୍ରାଏଲକୁ ରକ୍ଷା କରନ୍ତା। ସେତେବେଳେ ସଦାପ୍ରଭୁ ତାହଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି, ତାହାହେଲେ ଯାକୁବ ଆହ୍ଲାଦିତ ହେବ। ଇସ୍ରାଏଲ ବହୁତ ଖୁସୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।