Psalms 140:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ଦୌରାତ୍ମ୍ଯକାରୀ ଲୋକମାନଙ୍କଠାରୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର। ଦୌରାତ୍ମ୍ୟକାରୀ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର।