Psalms 140:10 — Compare Translations

5 translations compared side by side

Odia - 1840
"ସମାନଙ୍କେ ମୁଣ୍ଡରେ ଜଳନ୍ତା କୋଇଲା ପଡ଼ୁ। ମାରେ ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷପେ କର। ସମାନେେ ୟପରେି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷପେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଉପରେ ଜ୍ଵଳନ୍ତା ଅଙ୍ଗାର ପଡ଼ୁ । ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମୁଣ୍ଡରେ ଜ୍ୱଳନ୍ତା କୋଇଲା ପଡ଼ୁ। ମୋର ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷେପ କର। ସେମାନେ ଯେପରି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷେପ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ।