Psalms 140:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସହେି ମିଥ୍ଯାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ। ସମାନଙ୍କେୁ ଆକସ୍ମିକ ବିପତ୍ତି ଶିକାର କରିନେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକି ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ସେହି ମିଥ୍ୟାବାଦୀ ଲୋକମାନଙ୍କୁ ସୁଖ ସମୃଦ୍ଧି ଦିଅ ନାହିଁ। ସେମାନଙ୍କୁ ଆକସ୍ମିକ ବିପତ୍ତି ଶିକାର କରିନେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।
Odia IRV 2017 (ଓଡିଆ ବାଇବେଲ)
ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।