Psalms 140:12 — Compare Translations

5 translations compared side by side

Odia - 1840
"ମୁଁ ଜାଣେ ୟେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ଯାଯ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ଯେ, ସଦାପ୍ରଭୁ ଗରିବ ଲୋକମାନଙ୍କୁ ଉଚିତ୍ ନ୍ୟାୟ ପ୍ରଦାନ କରିବେ ଏବଂ ସେ ନିଃସହାୟ ଲୋକମାନଙ୍କୁ ଆକ୍ରମଣରୁ ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।