Psalms 140:13 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ। ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ। ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।