Psalms 140:3 — Compare Translations
5 translations compared side by side
Odia - 1840
"ସମାନଙ୍କେର ଜିହ୍ବା ବିଷଧର ସର୍ପପରି, ୟପରେି ସମାନଙ୍କେର ଜିହ୍ବାତଳେ ନାଗର ଗରଳ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସର୍ପ ପରି ଆପଣା ଆପଣା ଜିହ୍ଵା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଜିହ୍ୱା ବିଷଧର ସର୍ପପରି, ଯେପରି ସେମାନଙ୍କର ଜିହ୍ୱାତଳେ ନାଗର ଗରଳ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା]