Psalms 140:4 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଦୌରାତ୍ମ୍ଯକାରୀମାନଙ୍କଠାରୁ ମାେତେ ସୁରକ୍ଷା ଦିଅ। ଯେଉଁମାନେ ମାେ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦବୋପାଇଁ ଯୋଜନା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର। ଦୌରାତ୍ମ୍ୟକାରୀମାନଙ୍କଠାରୁ ମୋତେ ସୁରକ୍ଷା ଦିଅ। ଯେଉଁମାନେ ମୋ’ ପଛରେ ପଡ଼ିଛନ୍ତି ଏବଂ ଦୁଃଖ ଦେବା ପାଇଁ ଯୋଜନା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି।