Psalms 140:5 — Compare Translations
5 translations compared side by side
Odia - 1840
"ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି । ସେମାନେ ପଥ ପାର୍ଶ୍ଵରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ସେହି ଗର୍ବୀ ଲୋକମାନେ ମୋ’ ପାଇଁ ଫାନ୍ଦ ବିଛାଇଛନ୍ତି। ସେମାନେ ମୋତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସେମାନେ ମୋ’ ପଥରେ ଯନ୍ତା ବିଛାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]