Psalms 140:6 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ପରମେଶ୍ବର। ହେ ସଦାପ୍ରଭୁ, ମାରେ ପ୍ରାର୍ଥନାକୁ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ଵର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋର ପରମେଶ୍ୱର। ହେ ସଦାପ୍ରଭୁ, ମୋର ପ୍ରାର୍ଥନାକୁ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।”