Psalms 140:7 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ୟିଏକି ମାେତେ ରକ୍ଷା କଲେ। ତୁମ୍ଭେ ମାରେ ମସ୍ତକର ରକ୍ଷାକବଚ, ୟାହା ମାରେ ୟୁବ ସମଯରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋʼ ପରିତ୍ରାଣର ବଳ ସ୍ଵରୂପ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ଆଚ୍ଛାଦନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ଯିଏକି ମୋତେ ରକ୍ଷା କରେ। ତୁମ୍ଭେ ମୋର ମସ୍ତକର ରକ୍ଷାକବଚ, ଯାହା ମୋର ଯୁଦ୍ଧ ସମୟରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋʼ ପରିତ୍ରାଣର ବଳ ସ୍ୱରୂପ, ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ରକ୍ଷା କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ।