Psalms 140:9 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାରେ ଶତ୍ରୁମାନଙ୍କୁ ବିଜଯ କରାଅ ନାହିଁ। ସହେି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ। ସମାନଙ୍କେ ମନ୍ଦ ଯୋଜନା ତୁମ୍ଭେ ସହେିଠାରେ ଶଷେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକକୁ ଆଚ୍ଛାଦନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ଶତ୍ରୁମାନଙ୍କୁ ବିଜୟ କରାଅ ନାହିଁ। ସେହି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ। ସେମାନଙ୍କ ମନ୍ଦ ଯୋଜନା ତୁମ୍ଭେ ସେହିଠାରେ ଶେଷ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ।