Psalms 141:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭ ସହାୟତା ପାଇଁ ପ୍ରାର୍ଥନା କରେ। ଯେତବେେଳେ ମୁଁ ଡ଼ାକୁଛି ସେତବେେଳେ ତୁମ୍ଭେ ମାରେ ପ୍ରାର୍ଥନାରେ କର୍ଣ୍ଣପାତ କର। ୟଥା ଶୀଘ୍ର ମାେତେ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ଵର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭ ସହାୟତା ପାଇଁ ପ୍ରାର୍ଥନା କରେ। ଯେତେବେଳେ ମୁଁ ଡାକୁଛି ସେତେବେଳେ ତୁମ୍ଭେ ମୋର ପ୍ରାର୍ଥନାରେ କର୍ଣ୍ଣପାତ କର। ଯଥା ଶୀଘ୍ର ମୋତେ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ।