Psalms 141:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମାରେ ପ୍ରାର୍ଥନାକୁ ଗ୍ରହଣ କର। ସନ୍ଧ୍ଯା ବଳରେ ଉତ୍ସର୍ଗ କରି ମୁଁ ମାରେ ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମୋର ପ୍ରାର୍ଥନାକୁ ଗ୍ରହଣ କର। ସନ୍ଧ୍ୟା ବେଳର ଉତ୍ସର୍ଗ ପରି, ମୁଁ ମୋର ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁଗନ୍ଧି ଧୂପ ପରି ମୋʼ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।
Odia IRV 2017 (ଓଡିଆ ବାଇବେଲ)
ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।