Psalms 141:3 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଖ ଆଗର ପ୍ରହରୀ, ମାେତେ ସାହାୟ୍ଯ କର। କୌଣସି ପାପପୂର୍ଣ୍ଣ କଥା କହିବାଠାରୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼଓଷ୍ଠାଧରର କବାଟ ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଖ ଆଗର ପ୍ରହରୀ, ମୋତେ ସାହାଯ୍ୟ କର। କୌଣସି ପାପପୂର୍ଣ୍ଣ କଥା କହିବାଠାରୁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋʼ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋʼ ଓଷ୍ଠାଧରର କବାଟ ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋ’ ଓଷ୍ଠାଧରର କବାଟ ରକ୍ଷା କର।