Psalms 141:4 — Compare Translations

5 translations compared side by side

Odia - 1840
"ମାେତେ ମନ୍ଦକାର୍ୟ୍ଯ କରିବାର ଇଚ୍ଛା ଦିଅ ନାହିଁ। ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦ କାର୍ୟ୍ଯରେ ମାେତେ ମିଶିବା ପାଇଁ ବନ୍ଦ କର। ଏପରି ସମାନଙ୍କେର ଭୋଜିଠାରୁ ଦୂରରେ ରହିବାକୁ ମାେତେ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ଵାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ମନ୍ଦକାର୍ଯ୍ୟ କରିବାର ଇଚ୍ଛା ଦିଅ ନାହିଁ। ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦକାର୍ଯ୍ୟରେ ମୋତେ ମିଶିବା ପାଇଁ ବନ୍ଦ କର। ଏପରି ସେମାନଙ୍କର ଭୋଜିଠାରୁ ଦୂରରେ ରହିବାକୁ ମୋତେ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।