Psalms 141:6 — Compare Translations
5 translations compared side by side
Odia - 1840
"ସମାନଙ୍କେର ନ୍ଯାଯଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ। ତବେେ ଲୋକମାନେ ଜାଣିବେ ୟେ, ମୁଁ ସତ୍ଯ କହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ଵରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ନ୍ୟାୟଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ। ତେବେ ଲୋକମାନେ ଜାଣିବେ ଯେ, ମୁଁ ସତ୍ୟ କହିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।