Psalms 141:7 — Compare Translations
5 translations compared side by side
Odia - 1840
"ଚାଷୀମାନେ ଭୂମିରେ ହଳ କରିଥିବା ପଥରପରି, ଠିକ୍ ସହେିପ୍ରକାର ଆମ୍ଭମାନଙ୍କର ଅସ୍ଥିସବୁ କବରରେ ମିଶିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭଷୀମାନେ ଭୂମିରେ ହଳ କରିଥିବା ପଥରପରି, ଠିକ୍ ସେହିପ୍ରକାର ଆମ୍ଭମାନଙ୍କର ଅସ୍ଥିସବୁ କବରରେ ମିଶିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି।