Psalms 141:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ, ମୁଁ ତୁମ୍ଭ ଆଡ଼େ ଚାହୁଁ ଅଛି। ମୁଁ ସୁରକ୍ଷା ପାଇଁ ତୁମ୍ଭ ଆଡ଼େ ଚାହିଁଅଛି। ତଣେୁ ମାେତେ ମୃତ୍ଯୁବରଣ କରିବାକୁ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ପ୍ରଭୋ, ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭ ଆଡ଼େ ଗ୍ଭହୁଁ ଅଛି। ମୁଁ ସୁରକ୍ଷା ପାଇଁ ତୁମ୍ଭ ଆଡ଼େ ଗ୍ଭହିଁଅଛି। ତେଣୁ ମୋତେ ମୃତ୍ୟୁବରଣ କରିବାକୁ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ପ୍ରଭୋ ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।