Psalms 141:9 — Compare Translations

5 translations compared side by side

Odia - 1840
"ମନ୍ଦ ଲୋକମାନେ ମାେ ପାଇଁ ଫାଶ ବସାନ୍ତି। ସମାନଙ୍କେର ଫାଶରେ ମାେତେ ପଡ଼ିବା ପାଇଁ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଲୋକମାନେ ମୋ’ ପାଇଁ ଫାଶ ବସାନ୍ତି। ସେମାନଙ୍କର ଫାଶରେ ମୋତେ ପଡ଼ିବା ପାଇଁ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ମୋ’ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।