Psalms 142:1 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକିବି। ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୁମ୍ପାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା । ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
Odia Bible ERV 2004 (ପବିତ୍ର ବାଇବଲ)
ଗୁମ୍ଫାରେ ଥିବା ବେଳେ ଦାଉଦଙ୍କର ମସ୍କୀଲ୍, ପ୍ରାର୍ଥନା। ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକିବି। ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
Odia IRV 2017 (ଓଡିଆ ବାଇବେଲ)
ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;