Psalms 142:2 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କୁ ମାରେ ସମସ୍ଯା ବିଷଯରେ କହିବି। ମାରେ ଅସୁବିଧାସକଳ ବିଷଯରେ ସଦାପ୍ରଭୁଙ୍କୁ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କୁ ମୋର ସମସ୍ୟା ବିଷୟରେ କହିବି। ମୋର ଅସୁବିଧାସକଳ ବିଷୟରେ ସଦାପ୍ରଭୁଙ୍କୁ କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।