Psalms 142:3 — Compare Translations

5 translations compared side by side

Odia - 1840
"ଆଶା ଛାଡ଼ିଦବୋ ପାଇଁ ମୁଁ ପ୍ରସ୍ତୁତ ଅଟେ। କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, ମାରେ ଶତ୍ରୁଗଣ ମାେ ପାଇଁ ଫାନ୍ଦ ବସାଇଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ । ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଶା ଛାଡ଼ିଦେବା ପାଇଁ ମୁଁ ପ୍ରସ୍ତୁତ ଅଟେ। କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, ମୋର ଶତ୍ରୁଗଣ ମୋ’ ପାଇଁ ଫାନ୍ଦ ବସାଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋ’ ଗମନ ପଥରେ ସେମାନେ ମୋ’ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।