Psalms 142:4 — Compare Translations
5 translations compared side by side
Odia - 1840
"ମାରେ ଚତୁଃପାଶର୍ବରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମାେତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ୟିବାକୁ ସ୍ଥାନ ନାହିଁ। କୌଣସି ଲୋକ ମାେତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଦକ୍ଷିଣ ପାର୍ଶ୍ଵ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଚତୁର୍ପାର୍ଶ୍ୱରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମୋତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ଯିବାକୁ ସ୍ଥାନ ନାହିଁ। କୌଣସି ଲୋକ ମୋତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।