Psalms 142:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମୁଁ ସାହାୟ୍ଯ ପାଇଁ ତୁମ୍ଭକୁ ଡାକେ: ସଦାପ୍ରଭୁ ତୁମ୍ଭେ ମାରେ ନିରାପଦର ସ୍ଥାନ। ତୁମ୍ଭେ ହେଉଛ ସବୁକିଛି ୟାହା ମୁଁ ଜୀବନରେ ଦରକାର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୁଁ ସାହାଯ୍ୟ ପାଇଁ ତୁମ୍ଭକୁ ଡାକେ: “ସଦାପ୍ରଭୁ ତୁମ୍ଭେ ମୋର ନିରାପଦର ସ୍ଥାନ। ତୁମ୍ଭେ ହେଉଛ ସବୁକିଛି ଯାହା ମୁଁ ଜୀବନରେ ଦରକାର କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।