Psalms 142:6 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ କାକୁକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସେହି ଲୋକମାନଙ୍କଠାରୁ ମୋତେ ରକ୍ଷା କର ଯେଉଁମାନେ ମୋ’ ପଛରେ ଗୋଡ଼ାଉଛନ୍ତି। ସେହି ଲୋକମାନେ ମୋ’ଠାରୁ ଅଧିକ ଶକ୍ତିଶାଳୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ।
Odia IRV 2017 (ଓଡିଆ ବାଇବେଲ)
ମୋ’ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋ’ ଅପେକ୍ଷା ବଳବାନ।