Psalms 142:7 — Compare Translations

5 translations compared side by side

Odia - 1840
"ଏହି ଫାନ୍ଦରୁ ମାେତେ ଉଦ୍ଧାର କରିବାରେ ସାହାୟ୍ଯ କର। ୟପରେିକି ମୁଁ ତୁମ୍ଭ ନାମକୁ ଧନ୍ଯବାଦ ଦଇପୋରିବି। ଧାର୍ମିକମାନେ ମାେ ସହିତ ପାଳନ କରିବେ, କାରଣ ତୁମ୍ଭେ ମାରେ ଯତ୍ନ ନଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଫାନ୍ଦରୁ ମୋତେ ଉଦ୍ଧାର କରିବାରେ ସାହାଯ୍ୟ କର। ଯେପରିକି ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେଇ ପାରିବି। ଧାର୍ମିକମାନେ ମୋ’ ସହିତ ପାଳନ କରିବେ, କାରଣ ତୁମ୍ଭେ ମୋର ଯତ୍ନ ନେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।
Odia IRV 2017 (ଓଡିଆ ବାଇବେଲ)
କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।”