Psalms 143:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମାରେ ସାହାୟ୍ଯ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର। ତୁମ୍ଭର ବିଶ୍ବସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମାେତେ ଉତ୍ତର ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ଵସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ଗୀତ। ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ। ମୋର ସାହାଯ୍ୟ ପାଇଁ ପ୍ରାର୍ଥନାରେ କର୍ଣ୍ଣପାତ କର। ତୁମ୍ଭର ବିଶ୍ୱସ୍ତତା ଏବଂ ତୁମ୍ଭର ଧାର୍ମିକତାରେ ମୋତେ ଉତ୍ତର ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ; ମୋ’ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ।