Psalms 143:10 — Compare Translations
5 translations compared side by side
Odia - 1840
"ତୁମ୍ଭେ କ'ଣ ମାେ ପାଇଁ କରିବାକୁ ଚାହଁ ତାହା ମାେତେ ଦଖାେଅ? ତୁମ୍ଭେ ମାରେ ପରମେଶ୍ବର, ତୁମ୍ଭର ଆତ୍ମା ମାେତେ ଭୂମି ସ୍ତରରେ ଆଗଇେ ନେଉା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ଵରନ୍ତ ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋ’ ପାଇଁ କ’ଣ କରିବାକୁ ଗ୍ଭହଁ ତାହା ମୋତେ ଦେଖାଅ। ତୁମ୍ଭେ ମୋର ପରମେଶ୍ୱର, ତୁମ୍ଭର ଆତ୍ମା ମୋତେ ଭୂମି ସ୍ତରରେ ଆଗେଇ ନେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।