Psalms 143:11 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାେତେ ବଞ୍ଚିବାକୁ ଦିଅ, ୟପରେି ଲୋକାମନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତଣେୁ ମାରେ ଦୁଃଖରୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋତେ ବଞ୍ଚିବାକୁ ଦିଅ, ଯେପରି ଲୋକମାନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତେଣୁ ମୋର ଦୁଃଖରୁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋ’ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।