Psalms 143:2 — Compare Translations
5 translations compared side by side
Odia - 1840
"ମାେତେ ବିଚାର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କହେି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଚାରରେ ଆସିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ବିଗ୍ଭର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କେହି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଗ୍ଭରରେ ଆସି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।