Psalms 143:3 — Compare Translations

5 translations compared side by side

Odia - 1840
"ଶତ୍ରୁଗଣ ମାେ ପଛରେ ଗୋଡ଼ାଉଛନ୍ତି। ସମାନେେ ମାେ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସମାନେେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ଯ ମାେତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ଯ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁଗଣ ମୋ’ ପଛରେ ଗୋଡ଼ାଉଛନ୍ତି। ସେମାନେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସେମାନେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ୟ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଶତ୍ରୁ ମୋ’ ପ୍ରାଣକୁ ତାଡ଼ନା କରିଅଛି; ସେ ମୋ’ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି।