Psalms 143:4 — Compare Translations

5 translations compared side by side

Odia - 1840
"ମୁଁ ତ୍ଯାଗ କରିବାକୁ ପ୍ରସ୍ତୁତ। ମୁଁ ମାରେ ସାହସ ହରାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତ୍ୟାଗ କରିବାକୁ ପ୍ରସ୍ତୁତ। ମୁଁ ମୋର ସାହସ ହରାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋ’ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।