Psalms 143:5 — Compare Translations
5 translations compared side by side
Odia - 1840
"ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷଯରେ ଭାବେ। ତୁମ୍ଭେ ୟାହାସବୁ କର ମୁଁ ସେସବୁ ବିଷଯରେ ଭାବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛିନ୍ତ ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପୁରୁଣା ଦିନସବୁ ମନେ ପକାଏ। ମୁଁ ତୁମ୍ଭର କର୍ମ ବିଷୟରେ ଭାବେ। ତୁମ୍ଭେ ଯାହାସବୁ କର ମୁଁ ସେସବୁ ବିଷୟରେ ଭାବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।