Psalms 143:6 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାୟ୍ଯ ଅପେକ୍ଷାରେ ଅଛି, ୟପରେି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ହସ୍ତ ପ୍ରସାରୀ ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭର ସାହାଯ୍ୟ ଅପେକ୍ଷାରେ ଅଛି, ଯେପରି ଶୁଷ୍କଭୂମି ବର୍ଷାକୁ ଅପେକ୍ଷା କରିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା]