Psalms 143:7 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଶୀଘ୍ର ମାେତେ ଉତ୍ତର ଦିଅ। ମୁଁ ମାରେ ସାହସ ହରାଇଛି। ମାଠାରୁେ ଦୂରଇେ ୟାଅ ନାହିଁ। ମାେତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ଯ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ଵର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଶୀଘ୍ର ମୋତେ ଉତ୍ତର ଦିଅ। ମୁଁ ମୋର ସାହସ ହରାଇଛି। ମୋ’ଠାରୁ ଦୂରେଇ ଯାଅ ନାହିଁ। ମୋତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ୟ ହେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।