Psalms 143:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ପ୍ରଭାତରେ ଦେଖାଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ଯିବା ଉଚିତ୍ ମୋତେ ସେହି ପଥ ଦେଖାଅ। କାରଣ ମୁଁ ମୋର ପ୍ରାଣ ତୁମ୍ଭ ହାତରେ ଟେକି ଦେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।