Psalms 143:9 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି। ମାରେ ଶତ୍ରୁମାନଙ୍କ କବଳରୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି। ମୋର ଶତ୍ରୁମାନଙ୍କ କବଳରୁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।