Psalms 144:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ଶୈଳ, ତାଙ୍କର ପ୍ରଶଂସା ହେଉ। ସେ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି। ସଦାପ୍ରଭୁ ମାେତେ ୟୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ମୋହର ଶୈଳ ସ୍ଵରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକି ସଂଗ୍ରାମ ଶିଖାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ଗୀତ ସଦାପ୍ରଭୁ ମୋର ଶୈଳ, ତାହଙ୍କର ପ୍ରଶଂସା ହେଉ। ସେ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି। ସଦାପ୍ରଭୁ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋ’ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ’ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।