Psalms 144:10 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭ ରାଜାମାନଙ୍କୁ ସମାନଙ୍କେ ୟୁଦ୍ଧରେ ବିଜଯୀ କରାଅ। ସଦାପ୍ରଭୁ, ତୁମ୍ଭେ ଆପଣା ସବେକ ଦାଉଦଙ୍କୁ ଶତ୍ରୁ ଖଡ୍ଗର ସମ୍ମୁଖରୁ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ଼୍‍ଗରୁ ରକ୍ଷା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭ ରାଜାମାନଙ୍କୁ ସେମାନଙ୍କ ଯୁଦ୍ଧରେ ବିଜୟୀ କରାଅ। ସଦାପ୍ରଭୁ, ତୁମ୍ଭେ ଆପଣା ସେବକ ଦାଉଦଙ୍କୁ ଶତ୍ରୁ ଖ‌ଡ଼୍‌ଗର ସମ୍ମୁଖରୁ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦଙ୍କୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦକୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।