Psalms 144:11 — Compare Translations

5 translations compared side by side

Odia - 1840
"ମାେତେ ସହେି ବିଦେଶୀଙ୍କ ଠାରୁ ରକ୍ଷା କର। ସହେି ଶତ୍ରୁମାନେ ମିଥ୍ଯାବାଦୀ, ଏପରିକି ଯେତବେେଳେ ସମାନେେ ସତ୍ଯ କହିବାକୁ ଶପଥ ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ସେହି ବିଦେଶୀଙ୍କଠାରୁ ରକ୍ଷା କର। ସେହି ଶତ୍ରୁମାନେ ମିଥ୍ୟାବାଦୀ, ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।
Odia IRV 2017 (ଓଡିଆ ବାଇବେଲ)
ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।