Psalms 144:12 — Compare Translations

5 translations compared side by side

Odia - 1840
"ଆମ୍ଭର ପୁତ୍ରଗଣ ସହେି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି। ଆମ୍ଭମାନଙ୍କ କନ୍ଯାଗଣ ରାଜପ୍ରାସାଦର ଖାଦେିତ କୋଣର ଖମ୍ବ ତୁଲ୍ଯ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନା-ବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପୁତ୍ରଗଣ ସେହି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି। ଆମ୍ଭମାନଙ୍କ କନ୍ୟାଗଣ ରାଜପ୍ରାସାଦର ଖୋଦିତ କୋଣର ଖମ୍ବ ତୁଲ୍ୟ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;