Psalms 144:13 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କର ଭଣ୍ଡାର ସର୍ବପ୍ରକାର ଶସ୍ଯରେ ପରିପୂର୍ଣ୍ଣ ହେଉ। ଆମ୍ଭମାନଙ୍କର ମଷଗେଣ ସହସ୍ର ସହସ୍ର ଓ ଅଯୁତ ଅଯୁତ ଶାବକ ପ୍ରସବ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଭଣ୍ତାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ଭଣ୍ଡାର ସର୍ବପ୍ରକାର ଶସ୍ୟରେ ପରିପୂର୍ଣ୍ଣ ହେଉ। ଆମ୍ଭମାନଙ୍କର ମେଷଗଣ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;