Psalms 144:14 — Compare Translations

5 translations compared side by side

Odia - 1840
"ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ବାରା ଅଧିକ ଓଜନିଆ ହାଇେ ପଡ଼ନ୍ତୁ। ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ। ଆମ୍ଭମାନଙ୍କ ମଧ୍ଯରୁ କହେି ନିର୍ବାସିତ ନ ହୁଅନ୍ତୁ। ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ୱାରା ଅଧିକ ଓଜନିଆ ହୋଇ ପଡ଼ନ୍ତୁ। ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ। ଆମ୍ଭମାନଙ୍କ ମଧ୍ୟରୁ କେହି ନିର୍ବାସିତ ନ ହୁଅନ୍ତୁ। ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ହେବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;