Psalms 144:15 — Compare Translations
5 translations compared side by side
Odia - 1840
"ସହେିପରି ଲୋକମାନେ ହେଉଛନ୍ତି ଧନ୍ଯ, ୟାହାର ଏହିଭଳି ଅଛି। ସହେି ଲୋକମାନେ ଧନ୍ଯ ହୁଅନ୍ତୁ, ୟାହାର ପରମେଶ୍ବର ହେଉଛନ୍ତି ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟଣ!
Odia Bible ERV 2004 (ପବିତ୍ର ବାଇବଲ)
ସେହିପରି ଲୋକମାନେ ହେଉଛନ୍ତି ଧନ୍ୟ, ଯାହାର ଏହିଭଳି ଅଛି। ସେହି ଲୋକମାନେ ଧନ୍ୟ ହୁଅନ୍ତୁ, ଯାହାର ପରମେଶ୍ୱର ହେଉଛନ୍ତି ସଦାପ୍ରଭୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ!
Odia IRV 2017 (ଓଡିଆ ବାଇବେଲ)
ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ!