Psalms 144:3 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ବପୂର୍ଣ୍ଣ କାହିଁକି? ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ଯାନ ଦିଅ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ତ୍ୱପୂର୍ଣ୍ଣ କାହିଁକି? ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ୟାନ ଦିଅ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?