Psalms 144:4 — Compare Translations

5 translations compared side by side

Odia - 1840
"ମନୁଷ୍ଯ ଜୀବନ ପବନର ଫୁତ୍କାର। ତାହାର ଜୀବନ ବହିୟିବା ଦିନର ଛାଯା ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ଜୀବନ ପବନର ଫୁତ୍କାର। ତାହାର ଜୀବନ ବହିଯିବା ଦିନର ଛାୟା ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।