Psalms 144:5 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ। ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସମାନେେ ଧୂମ ନିର୍ଗତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆପଣା ଗଗନମଣ୍ତଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ। ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସେମାନେ ଧୂମ ନିର୍ଗତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।